ବାଲେଶ୍ଵର ଜିଲ୍ଲା ସିମୁଳିଆ ବ୍ଳକ ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ସକାଳ ୯.୩୦ମିନିଟ ସମୟରେ ଭଦ୍ରକ ସାଂସଦ ଶ୍ରୀମତୀ ମଞ୍ଜୁଳତା ମଣ୍ଡଳ ବ୍ଲକସ୍ତରୀୟ ସ୍ୱାସ୍ଥ୍ୟ ମେଳାକୁ ଉଦଘାଟନ କରିଥିଲେ।
ଏହି ଅବସରରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ଥିଲେ ।