ବ୍ଲକ ସଭାଗୃହରେ ଜଳ ଓ ପରିମଳ ଉପରେ ବୈଠକ

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ସଭାଗୃହ ଠାରେ ଆଜି ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଜଳ ଓ ପରିମଳ ଉପରେ ଅନୁଷ୍ଠିତ ବୈଠକରେ ୨୮ଟି ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ଯୋଗ ଦେଇଥିଲେ।

ଆଗାମୀ ଦିନରେ ସମସ୍ତ ପଞ୍ଚାୟତରେ ନଳକୂପ ଖନନ କରି ପାନୀୟ ଜଳ ସମସ୍ୟା ଦୂର କରାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes