ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୁଖ୍ୟାଳୟ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ପୂର୍ବାହ୍ନ କାର୍ଯ୍ୟକ୍ରମରେ ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ଶିକ୍ଷାବିତ ଭରତ ଚନ୍ଦ୍ର ସାହୁ ଓ ସରପଞ୍ଚ ବିନତି ବାନାରା ଯୋଗ ଦେଇଥିଲା ବେଳେ ପୁରସ୍କାର ବିତରରେ ବିଇଓ ପୂର୍ଣ୍ଣ ଚନ୍ଦ୍ର ଅମାନ୍ତଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ସମ୍ମାନୀତି ଅତିଥି ଭାବେ ଜିଲ୍ଲା ପରିଷଦ ରୁନୁ ମହାନ୍ତ ,ପୂର୍ବତନ ବ୍ଲକ ଅଧକ୍ଷ ବିଦ୍ୟାଧର ଦାଶ୍ ପ୍ରମୁଖ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes