ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ଥିବା ଭଞ୍ଜ ବିହାର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ବ୍ଲକ ସ୍ତରୀୟ ସ୍ବାସ୍ଥ୍ୟ ମେଳାକୁ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ।
ଏହି ଅବସରରେ ସ୍ବାସ୍ଥ୍ୟ ମେଳା,ଓପେନ ଜିମ ଓ ରକ୍ତ ଦାନ ଶିବିରକୁ ଉଦଘାଟନ କରିଥିଲେ।ବିଭିନ୍ନ ରୋଗର ଚିକିତ୍ସା କରିବା ସହ ମାଗଣା ଔଷଧ ବଣ୍ଟନ କରାଯାଇଥିଲା।