ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ସାଳଚୁଆ ଠାରେ ଆଜି କପ୍ତିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ସାଳଚୁଆ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି ।

ଏଥିରେ ବ୍ଲକର ଅନେକ ବୃଦ୍ଧବୃଦ୍ଧା ଆସି ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ । ମୁଖ୍ୟ ଅତିଥି ଭାବେ ୩ନମ୍ବର ଜୋନ ଜିଲ୍ଲା ପରିଷଦ ସିରୁ ସରେନ ଯୋଗ ଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version