ବ୍ଲାକମେଲ୍ ମାମଲା: ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ଜାମିନ

ଭୁବନେଶ୍ୱର ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ହାଇକୋର୍ଟ।

ତଦନ୍ତରେ ସହଯୋଗ ଓ ବାହାରକୁ ନଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes