କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଆଜି ଏମ ରାମପୁର ବ୍ଳକ ଗସ୍ତରେ ଆସି ଉଳ୍ଲାଦାନି ପଞ୍ଚାୟତ ସ୍ୱାସ୍ଥ୍ୟକେନ୍ଦ୍ର, ରାଜସ୍ବ କାର୍ଯ୍ୟାଳୟ, ଆଶ୍ରମ ସ୍କୁଲ ପରିଦର୍ଶନ କରି ବିଭିନ୍ନ ସମସ୍ୟା ଉପରେ ଅବଗତ ହୋଇ ତାର ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ ।
Credible Local News of Odisha