ସୋନପୁର ଜିଲ୍ଲା ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଠାରେ ଆଜି ବ୍ଳକ ସ୍ତରୀୟ ଶିଶୁ ସୁରଭି ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତାନୁ କୁମ୍ଭକାର ଅଧ୍ୟକ୍ଷତା କରିଥିଲେ।
Credible Local News of Odisha