ବ୍ଳକ ସ୍ତରୀୟ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ସୋନପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଆଜି ବ୍ଳକ ସ୍ତରୀୟ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଅଧିକାରୀ ଯୋଗଦେଇ ମତବ୍ୟକ୍ତ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes