ବ୍ୟବସାୟୀଙ୍କୁ ଗୁଳି କରି ୨୦ ଲକ୍ଷ ଲୁଟ୍‌

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଂଚଳ ହାଟ ବାଦଡାରେ ପଶ୍ଚିମବଙ୍ଗରୁ ଆସିଥିବା ୨ ବ୍ୟବସାୟୀଙ୍କ ଉପରେ ଗୁଳିମାଡ଼ କରି ୨୦ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି।

ଗୁଳିମାଡ଼ରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ୪ଜଣ ଦୁର୍ବୃତ୍ତ ୩ ରାଉଣ୍ଡ ଗୁଳିମାଡ଼ କରି ଫେରାର ହୋଇଯାଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version