ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସ୍ଥିତ ବ୍ୟାଙ୍କ ଅଫ ବରୋଦାରେ ଆଜି ଆଠ ଜଣ କଳା କନା ପିନ୍ଧା ଦୁର୍ବୃତ୍ତ ପ୍ରବେଶ କରି ବ୍ୟାଙ୍କ କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ପ୍ରାୟ ଦଶ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ମିଳିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି l
Credible Local News of Odisha