ବ୍ୟାଙ୍କ ସୁରକ୍ଷାକର୍ମୀଙ୍କ ଅସାବଧାନତାରୁ ଫୁଟିଲା ଗୁଳି, ୩ ଆହତ

ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ଏହି ଘଟଣା ଘଟିଥିବା ବେଳେ ଆହତ ୩ ଗ୍ରାହକଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes