ବୟସ ଜାଲିଆତି କଲେ କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ

ଭତ୍ତା ପାଇଁ ବୟସ ଜାଲିଆତି ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇଛନ୍ତି। ଖୁବ୍‌ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ, ଭତ୍ତା ପାଇଁ ବୟସ ଜାଲିଆତି କରୁଥିବା ଲୋକଙ୍କ ଉପରେ ତର୍ଜମା ଚାଲିଛି କହିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ତନ୍ନ ତନ୍ନ ଯାଞ୍ଚ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି ହୋଇଛି।ଯିଏ ଭତ୍ତା ପାଇବାକୁ ଯୋଗ୍ୟ ତାଙ୍କୁ ଚିହ୍ନଟ କରାଯାଇ ଭତ୍ତା ଦିଆଯିବ।ଅଯୋଗ୍ୟ ହିତାଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes