ଭକ୍ତମାନଙ୍କ ପାଇଁ ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ବାର

ଏବେ ୪ ଦ୍ୱାର ନଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ନେଇଛି।

ପରିକ୍ରମା ପ୍ରକଳ୍ପ କାମ ସରିନଥିବାରୁ ଏବେ ୪ ଦ୍ୱାରଖୋଲିବନି। ନିଷ୍ପତ୍ତି ସଂପର୍କରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes