ଭଦ୍ରକ ଜିଲ୍ଲା କଳା ସଂସ୍କୃତି ସଂଘର ସମ୍ବର୍ଦ୍ଧନା ସଭା ସଂସ୍କୃତି ଭବନରେ ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ତଥା ଓଡ଼ିଶା ସଂଗୀତ ନାଟକ ଏକାଡ଼େମୀ ସମ୍ମାନପ୍ରାପ୍ତ ଶିଳ୍ପୀ ସୁବାସ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।
ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଭାବରେ ଯୋଗଦାନ କରିଥିବା ତନୁଜା ସିର୍କାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହିତ ଅତିରିକ୍ତ ଦାୟିତ୍ୱରେ ଥିବା ଭାରପ୍ରାପ୍ତ ସଂସ୍କୃତି ଅଧିକାରୀ ରମେଶ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।