ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ବ୍ୟାନର୍ ମରାକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। କଲେଜ୍ ଗେଟ୍ ଆଗରେ ଗୋଟିଏ ଗୋଷ୍ଠୀ ପକ୍ଷରୁ ଧାରଣା ଦିଆଯାଇ ଥିବାବେଳେ ଅନ୍ୟ ଗୋଷ୍ଠୀ ଟାୟାର୍ ଜାଳି ବିକ୍ଷୋଭ କରିଛନ୍ତି। ଉତ୍ତେଜନା ଦୃଷ୍ଟିରୁ ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚିଛି।
Credible Local News of Odisha