ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ୧୦୧ ଜନ୍ମ ଜୟନ୍ତୀ ପାଳନ ପାଇଁ ଆଜି ସ୍ଵାଧୀନତା ସଂଗ୍ରାମୀ ଭବନ ପରିସରରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l
ଏଥିରେ ଭବାନୀ ପଟ୍ଟନାୟକ ମେମୋରିଆଲର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ l