ଭୁବନେଶ୍ୱର ଭରତପୁର ଥାନା ଅନ୍ତର୍ଗତ ସତ୍ୟସାଇ ଏନକ୍ଳେଭର ଏକ ଘରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି l ଘରେ କେହି ନଥିବା ବେଳେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି l
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରୁଛନ୍ତି l
Credible Local News of Odisha