ଭାରସାମ୍ୟ ହରାଇ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର ଜିଲ୍ଲା ଜୁଜୁମୁରା ଥାନା ଫୁଲଝରଣ ଗାଁରେ ଏହି ଦୁର୍ଘଟଣା ଘଟିଛି।

କିଶୋରନଗରରୁ ସୁନ୍ଦରଗଡ଼କୁ ୩୦/୩୫ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏଥିରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes