ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍‌ଦାର

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତହସିଲ୍‌ଦାର ପ୍ରସନ୍ନ ସାମନ୍ତରାୟଙ୍କ ଘର ସହ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ।

କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାରେ ଚଢ଼ାଉ ଜାରି ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes