ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ୬ଟି ସ୍ଥାନରେ ଏକକାଳୀନ ରେଡ୍‌ କରୁଛି ଭିଜିଲାନ୍ସ। ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁରରେ ରେଡ୍ କରୁଛି ଭିଜିଲାନ୍ସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes