ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଚଢ଼ାଉ ଚାଲିଛି।
ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସର ଛାନ୍ଭିନ୍ କରୁଛି। ଅନୁଗୁଳ, ଭୁବନେଶ୍ବର, ସୁନ୍ଦରଗଡ଼, ଗଞ୍ଜାମ ଓ ରାଉରକେଲାରେ ରେଡ୍ ଚାଲିଛି।
Credible Local News of Odisha