ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡାଙ୍କ ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।

ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ ଚଢାଉ ଜାରି ରହିଥିବା ବେଳେ ଚଢାଉରେ ୪ DSP, ୧୦ ଇନ୍ସପେକ୍ଟର ଓ ୪ ASI ସାମିଲ୍ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes