ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ

ସହକାରୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ବାସଭବନରେ ଚଢାଉ ଚାଲିଛି।ଗୋଷାଣୀମୁଣ୍ଡା ସ୍ଥିତ ଘର, କୁସୁମଖୁଣ୍ଟିରେ ଥିବା ପୈତୃକ ଘରେ ମଧ୍ୟ ରେଡ୍ ଚାଲିଛି। କିଟ୍ ପଦର ଫାର୍ମହାଉସ, ଧର୍ମଗଡ଼ ଓ ଭବାନୀପାଟଣା ସ୍ଥିତ ଅଫିସରେ ରେଡ୍ କରିଛି ଭିଜିଲାନ୍ସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes