ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଂଜ ଉପଜିଲ୍ଲାପାଳଙ୍କ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ରାମଚନ୍ଦ୍ର ସେନଙ୍କ ଘରେ ଭିଜିଲାନ୍ସର ଚଢ଼ାଉ କରିଛି।

ମୟୂରଭଂଜରେ ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସର ଚଢ଼ାଉ ଚାଲିଛି।ପଢ଼ିଆରୀପୁର ସ୍ଥିତ ୪ ମହଲା ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes