ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀଙ୍କ ଗଞ୍ଜାମ ଓ ରାୟଗଡ଼ାର ୭ଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes