ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘର ସମେତ ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି।

କେବଳ ଭୁବନେଶ୍ବରରେ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ଚାଲିଛି।ନୟାଗଡ଼ର ୨ଟି ସ୍ଥାନ, ପୈତୃକ ଗାଁ ଓ ଶ୍ବଶୂର ଘରେ ଚଢ଼ଉ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes