ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାମରା ତହସିଲଦାର

୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଜିଲ୍ଲା ବାମରା ତହସିଲଦାର ଅଶ୍ବିନୀ ପଣ୍ଡାଙ୍କୁ ଧରିଛି ଭିଜିଲାନ୍ସ।

ଜମି ପଟ୍ଟା ମ୍ୟୁଟେସନ୍ ଓ କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes