ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଉଦଘାଟିତ

ସମ୍ମିଳନୀକୁ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଉଦଘାଟନ କରିଥିବା ବେଳେ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ।

ସବୁ ରାଜ୍ୟର ୨୦୦ରୁ ଅଧିକ ପ୍ରତିନିଧି ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes