ଭୁବନେଶ୍ବରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ଅଭିଯୋଗ

ଖଣ୍ଡଗିରି ଧର୍ମବିହାର ଅଞ୍ଚଳ ୬୩ ନମ୍ବର ୱାର୍ଡରେ ଜଣେ ୭ ବର୍ଷୀୟା ନାବାଳିକାଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କର ମୃତ୍ୟୁ ହୋଇଛି । ଡେଙ୍ଗୁରେ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes