ଭୁବନେଶ୍ବରରେ ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, କୃଷି ମନ୍ତ୍ରୀ ଅରୁଣ ସାହୁ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମହିଳା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କ ଉପସ୍ଥିତରେ ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି ଯେ, ସାଧାରଣ ଲୋକ ଯେପରି ସେବାରୁ ବଞ୍ଚିତ ନହେବେ, ଜନପ୍ରତିନିଧି ଧ୍ୟାନ ଦେବେ। ଜନତାଙ୍କ ସମସ୍ୟା ସହ ନିଜକୁ ସାମିଲ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes