ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସମ୍ବଲପୁରରେ ସୁରେଶ ପୂଜାରୀ, ବଲାଙ୍ଗିରରେ ରବି ନାଏକ, କଳାହାଣ୍ଡିରେ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ପୃଥ୍ବୀରାଜ ହରିଚନ୍ଦନ, ସୁନ୍ଦରଗଡ଼ରେ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତି ଭୂଷଣ ଜେନା, ଭଦ୍ରକର କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁରରେ ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁରରେ ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳରେ ପ୍ରଦୀପ ବଳସାମନ୍ତ, ରାୟଗଡ଼ାରେ ଗୋକୁଳାନନ୍ଦ ମଲ୍ଲିକ୍‌, ମୟୂରଭଞ୍ଜରେ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes