ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଏ ନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ, ଜମି ଚିହ୍ନଟ ସରିଛି।

ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ହେଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes