ଭୁବନେଶ୍ବର ଉତ୍ତରରୁ ଲଢ଼ିବେ ପ୍ରିୟଦର୍ଶୀ ମିଶ୍ର, ଏକାମ୍ରରୁ ବାବୁ ସିଂହ

ଭୁବନେଶ୍ବର ମଧ୍ୟରୁ ଜଗନ୍ନାଥ ପ୍ରଧାନ, ଜଟଣୀରୁ ବିଶ୍ବରଂଜନ ବଡ଼ଜେନା, ଚିଲିକାରୁ ପୃଥ୍ବୀରାଜ ହରିଚନ୍ଦନ, ରଣପୁରରୁ ତାପସ ମାର୍ଥା, ଖଣ୍ଡପଡ଼ାରୁ ଦୁଷ୍ମନ୍ତ ସ୍ବାଇଁ, ଦଶପଲ୍ଲାରୁ ରାଘବ ମଲ୍ଲିକ, ଆଠମଲ୍ଲିକରୁ ସଂଜୀବ ସାହୁ, ବୀରମହାରାଜପୁରରୁ ରଘୁନାଥ ଜଗଦଳା, ସୋନପୁରରୁ ପ୍ରମୋଦ ମହାପାତ୍ର, ଲୋଇସିଂହାରୁ ମୁକେଶ ମହାଲିଙ୍ଗ, ବଲାଙ୍ଗିରରୁ ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ଼ରୁ ନବୀନ ଜୈନ, କଣ୍ଟାବାଂଜିରୁ ଲକ୍ଷ୍ମଣ ବାଗ, ନୂଆପଡ଼ାରୁ ଅଭିନନ୍ଦନ ପଣ୍ଡା ନିର୍ବାଚନ ଲଢ଼ିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes