ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ ହୋଇଥିବା ନେଇ ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ।ଆଜି ଦୁବାଇକୁ ଉଡ଼ିବାକୁ ଥିବା ବିମାନ ବାତିଲ୍ ହୋଇଛି।
ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ କାଲିର ସ୍ଥିତି ଦେଖି ନିଷ୍ପତ୍ତି ହେବ କହିଛନ୍ତି ନିର୍ଦ୍ଦେଶକ।
Credible Local News of Odisha