ଭୁବନେଶ୍ବର ଯାଆଁଳା ଫାଣ୍ଡି ପାଖରେ ଦୁର୍ଘଟଣା; ୨ ମୃତ

କାର୍‌-ଟାଟା ଏସି ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି ଏବନ ଜଣେ ଗୁରୁତର ଅଛି।

ଏନ୍ ଏଚ ଉପରେ ଦୁର୍ଘଟଣା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes