ଭୁବନେଶ୍ବର ଲୋୟର ପିଏମଜିରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମାବେଶରେ ସାମିଲ ହୋଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଖୁବ ଶୀଘ୍ର ଏ ସରକାର ଦୁଇବର୍ଷ ପୂରଣ କରିବାକୁ ଯାଉଛି, ବହୁତ୍ ବଡ଼ ବଡ଼ କଥା କହୁଥିଲେ, କିନ୍ତୁ କିଛି ମିଳିଲା ନାହିଁ। ବିଜେଡି ସରକାର ଚାଷୀଙ୍କ ପାଇଁ କାଳିଆ ଯୋଜନା କରିଥିଲା। କିନ୍ତୁ ଡବଲ ଇଞ୍ଜିନ ସରକାର କିଛି କରିନି କହିଛନ୍ତି ନବୀନ ପଟ୍ଟନାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes