ଭୁବନେଶ୍ୱରରୁ ଜୟପୁରକୁ ବିମାନ ସେବା ଆରମ୍ଭ

ଆଜିଠୁ ଭୁବନେଶ୍ବରରୁ ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି।

ବିମାନ ସେବାକୁ ପତାକା ହଲାଇ ବିଧିବଦ୍ଧ ଭାବେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଦୁଇ ସହର ମଧ୍ୟରେ ଇଣ୍ଡିଆ ୱାନ ଏୟାର ସପ୍ତାହକୁ ୬ ଦିନ ଉଡାଣ ଭାରିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes