ଭୁବନେଶ୍ୱରରେ ଆଉ ପାଞ୍ଚ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ପାଞ୍ଚ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 2 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 83 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version