ଭୁବନେଶ୍ୱରରେ ଏବେ ଅଛନ୍ତି 66 କରୋନା ପଜିଟିଭ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 3 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ଅଛନ୍ତି 66 ଜଣ କରୋନା ପଜିଟିଭ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes