ଭୁବନେଶ୍ୱରରେ ଦିନକରେ 108 କରୋନା ପଜିଟିଭ

ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ 108 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 117 ଜଣ ସୁସ୍ଥ ହୋଇଛନ୍ତି l ଏବେ ରାଜଧାନୀରେ ମୋଟ 1124 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Niladri Bije