ଭୁବନେଶ୍ୱରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆଗାମୀ ୩ ଘଣ୍ଟା ପାଇଁ ଭୁବନେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସତର୍କ ରହିବାକୁ ପରାମର୍ଶ ଦେଇଛି କେନ୍ଦ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes