ଭୁବନେଶ୍ୱରରେ ମାତ୍ର ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ଭୁବନେଶ୍ୱରରେ ମାତ୍ର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 7 ଜଣ ସୁସ୍ଥ ହୋଇଛନ୍ତି l ଏବେ ଭୁବନେଶ୍ୱରରେ 105 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version