ଭୁବନେଶ୍ୱରର ଆଉ ୨ଟି ସ୍ଥାନରେ ଡେଙ୍ଗୁ ଟେଷ୍ଟ ଲାଗି ବ୍ୟବସ୍ଥା

ଭୁବନେଶ୍ୱର ଆଇଆରସି ଭିଲେଜ ସ୍ଥିତ ଅର୍ବାନ ପିଏଚସି ଓ ପଟିଆ ସିଏଚସିରେ ଡେଙ୍ଗୁ ଟେଷ୍ଟ ହେବ ବୋଲି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ବର୍ଷା ଲାଗି ରହିଥିବାରୁ ଡେଙ୍ଗୁ କେତେଦିନ ରହିବ ଆକଳନ କଷ୍ଟକର। ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ଲାଗି ଶଯ୍ୟା ସଂଖ୍ୟା ବୃଦ୍ଧି ବୋଲି ସେ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes