ଭୁବନେଶ୍ୱରର ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି

ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି।

ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ। ଏନେଇ ପୋଲିସ୍ କମିଶନରକୁ ଚିଠି କରିବ ଭୁବନେଶ୍ୱର ମହାନଗର ନିଗମ ମ। ଥାନା ସହ ବିଏମ୍‌ସିର ଅବ୍ୟହୃତ ଓ ଅଚଳ ଗାଡ଼ି ସ୍କ୍ରାବ୍ ହେବ କହିଛନ୍ତି ମେୟର୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes