ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରୁଥିଲେ ମୁଖ୍ୟମନ୍ତ୍ରୀ।
Credible Local News of Odisha