ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ମେଳା କାର୍ଯ୍ୟକ୍ରମ

୭ ଟି ବିଭାଗର ୪,୬୨୩ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ।ନିଯୁକ୍ତିପତ୍ର ପାଇଥିବା ପ୍ରାର୍ଥୀଙ୍କୁ ୫ ସୁତ୍ରୀ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୨୨ ମାସ ଭିତରେ ୧୫ ଟି ନିଯୁକ୍ତି ମେଳା କରିଛୁ, ୪୪ ହଜାରରୁ ଅଧିକ ନିଯୁକ୍ତି ପ୍ରଦାନ କରାଯାଇଛି। ଅଧିକ କର୍ମଚାରୀ ରହିଲେ ବଜେଟ ସଠିକ ଭାବେ ଖର୍ଚ୍ଚ ହୋଇପାରିବ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes