ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ହେବ ଦୋକାନ ବଣ୍ଟନ

୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ଦୋକାନ ଆବଣ୍ଟନ କରାଯିବ କହିଛନ୍ତି ବିଡିଏ ଭାଇସ୍‌ ଚେୟାରମ୍ୟାନ ଡ ଏନ୍ ତିରୁମାଲା ନାଏକ।

ଦୋକାନୀଙ୍କ ମଧ୍ୟରେ ଟିକେ ଅନ୍ତର୍ଦ୍ବନ୍ଦ୍ବ ଥିଲା, ଯାହା ଏବେ ଦୂର ହୋଇଛି।ପୁରୁଣା ବସ୍ ଷ୍ଟାଣ୍ଡରେ ଦୋକାନ ଦେଇଥିବା ଦୋକାନୀଙ୍କୁ ଦୋକାନ ଦିଆଯିବ କହିଛନ୍ତି ତିରୁମାଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes