ମଇ ୩୧ରେ ବ୍ରଜରାଜନଗର ଉପନିର୍ବାଚନ

ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଚଳିତ ମାସ ୩୧ ତାରିଖରେ ଅନୁଷ୍ଠିତ ହେବ, ନିର୍ବାଚନ କମିଶନ ଆଜି ଘୋଷଣା କରିଛନ୍ତି।

ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes