ମଡେଲ ସୌମ୍ୟ ପାଣିଗ୍ରାହୀ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ

ମଡେଲ ସୌମ୍ୟ ପାଣିଗ୍ରାହୀ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

୩ ମାସ ମଧ୍ୟରେ ତଦନ୍ତ ସାରିବାକୁ କ୍ରାଇମବ୍ରାଞ୍ଚ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version